ବୈତରଣୀରେ ଆସୁଛି ବଡ ବନ୍ୟା; ଯାଜପୁର ଜିଲ୍ଲାପାଳଙ୍କୁ ସତର୍କ କଲେ ସରକାର

ଦେଶ-ବିଦେଶ

ଯାଜପୁର: ଗତ ୨୪ ଘଣ୍ଟାରେ ଯାଜପୁର ଦେଇ ପ୍ରବାହିତ ବୈତରଣୀ ନଦୀର ଉପରମୁଣ୍ଡରେ ପ୍ରବଳ ବର୍ଷା ହୋଇଛି। ଏହାକୁ ଦୃଷ୍ଟିରେ ରଖି ଏସଆରସି ବୈତରଣୀ ନଦୀରେ ଏକ ବଡ ବନ୍ୟା ଆଶଙ୍କା କରିଛି। ତେଣୁ ରାଜ୍ୟ ସରକାର ଯାଜପୁର ଜିଲ୍ଲାପାଳଙ୍କୁ ଏନେଇ ସତର୍କ ରହିବା ସହ ତୁରନ୍ତ ଆବଶ୍ୟକୀୟ ସୁରକ୍ଷା କାର୍ଯ୍ୟକ୍ରମ ହାତକୁ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି।

ଗତ ୨୪ ଘଣ୍ଟାରେ ଯାଜପୁର ଦେଇ ପ୍ରବାହିତ ବୈତରଣୀ ନଦୀର ଉପରମୁଣ୍ଡରେ ପ୍ରବଳ ବର୍ଷା ହୋଇଛି। ଏହାକୁ ଦୃଷ୍ଟିରେ ରଖି ଏସଆରସି ବୈତରଣୀ ନଦୀରେ ଏକ ବଡ ବନ୍ୟା ଆଶଙ୍କା କରିଛି। ତେଣୁ ରାଜ୍ୟ ସରକାର ଯାଜପୁର ଜିଲ୍ଲାପାଳଙ୍କୁ ଏନେଇ ସତର୍କ ରହିବା ସହ ତୁରନ୍ତ ଆବଶ୍ୟକୀୟ ସୁରକ୍ଷା କାର୍ଯ୍ୟକ୍ରମ ହାତକୁ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି।

Leave a Reply

Your email address will not be published. Required fields are marked *